BSE Odisha 9th Class Maths Solutions Algebra Chapter 8 ସମ୍ଭାବ୍ୟତା Ex 8(a)

Pradeep Kumar Moharana

By Pradeep Kumar Moharana

in

Question 1.
ଗୋଟିଏ ଅପ୍ରବଣ ମୁଦ୍ରାକୁ ଟସ୍ କଲେ ଫଳାଫଳ ଦ୍ଵୟକୁ ସୂଚାଅ ।
ସମାଧାନ:
ଗୋଟିଏ ଅପ୍ରବଣ ମୁଦ୍ରାକୁ ଟସ୍ କଲେ ଫଳାଫଳ H କିମ୍ବା T ହେବ । ଅର୍ଥାତ୍ {H, T}


Question 2.
ଗୋଟିଏ ଅପ୍ରବଣ ଲୁଡୁ ଗୋଟିକୁ ଗଡ଼ାଇଲେ ଫଳାଫଳଗୁଡ଼ିକ କ’ଣ ହେବ ଲେଖ ।
ସମାଧାନ:
ଗୋଟିଏ ଲୁଡୁଗୋଟିକୁ ଗଡ଼ାଇଲେ ଫଳାଫଳଗୁଡ଼ିକ l କିମ୍ବା 2 କିମ୍ବା 3 କିମ୍ବା 4 କିମ୍ବା 5 କିମ୍ବା 6 ଅର୍ଥାତ୍ {1, 2, 3, 4, 5, 6} ହେବ


Question 3.
ଗୋଟିଏ ଅପ୍ରବଣ ମୁଦ୍ରାକୁ ଥରେ ଟସ୍ କରାଗଲା । ଫଳ H କିମ୍ବା T ମିଳିବାର ସମ୍ଭାବ୍ୟତା କେତେ ?
ସମାଧାନ:
ଗୋଟିଏ ଅପ୍ରବଣ ମୁଦ୍ରାକୁ ଏକ ଥର ଟସ୍କକଲେ ଫଳାଫଳ H କିମ୍ବା T ହେବ ।
ଏଠାରେ ଦୁଇଗୋଟି ଘଟଣା ଉପୁଜିଲା ବୋଲି କୁହାଯିବ ।
ସୁତରାଂ E ଘଟଣା ହେଲେ ଏହାର ସମ୍ଭାବ୍ୟତା P(E) = mn
ଏଠାରେ m = ଫଳାଫଳ ଆସିବା ସମ୍ଭାବନା, n = ମୋଟ ଫଳାଫଳ
∴ P(H) = mn  = Hରବାରମ୍ବାରତାମୋଟଫଳାଫଳ = 12
⇒ P(T) = mn = 12

BSE Odisha 9th Class Maths Solutions Algebra Chapter 8 ସମ୍ଭାବ୍ୟତା Ex 8(a)

Question 4.
ଗୋଟିଏ ଲୁଡୁ ଗୋଟିକୁ ଥରେ ଗଡ଼ାଇଲେ ଫଳ <7 ହେବାର ସମ୍ଭାବ୍ୟତା କେତେ ?
ସମାଧାନ:
ଗୋଟିଏ ଲୁଡୁ ଗୋଟିକୁ ଥରେ ଗଡ଼ାଇଲେ 6ଟି ଘଟଣା ଉପୁଜିବ ବୋଲି କୁହାଯିବ । 
ଏହା 1 କିମ୍ବା 2 କିମ୍ବା 3 କିମ୍ବା 4 କିମ୍ବା 5 କିମ୍ବା 6 ହେବ ।
ଏଠାରେ P(E) = mn= ଫଳଟିରବାରମ୍ବାରତାମୋଟଫଳାଫଳସଂଖ୍ୟା
P(1) = 16, P(2) = 16, P(3) = 16, P(4) = 16, P(5) = 16, P(6) = 16
ସମୁତାୟ ସମ୍ଭାବ୍ୟତା = 6 × 16 = 1

Question 5.
ଦୁଇଟି ମୁଦ୍ରାକୁ ଏକ ସଙ୍ଗେ ଟସ୍ କରାଗଲା । ଫଳ HH କିମ୍ବା TT କିମ୍ବା HT କିମ୍ବା TH ମିଳିବାର ସମ୍ଭାବ୍ୟତା କେତେ?
ସମାଧାନ:
ଦୁଇଟି ମୁଦ୍ରାକୁ ଟସ୍‌କଲେ HH କିମ୍ବା TT କିମ୍ବା HT କିମ୍ବା TH ମୋଟ 4ଟି ଘଟଣା ଉପୁଜିବାର ସମ୍ଭାବନା ଥାଏ ।
∴ P(E) = mn = ଯେକୌଣସିଗୋଟିଏଘଟଣାରଫଳମୋଟଘଟଣାରଫଳ
P(HH) = 14, P(TT) = 14, P(HT) = 14, P(TH) = 14
∴ ପ୍ରତ୍ୟେକର ସମ୍ଭାବ୍ୟତା = 14
∴ ଫଳ HH କିମ୍ବା TT କିମ୍ବା HT କିମ୍ବା TH ମିଳିବାର ସମ୍ଭାବ୍ୟତା HT = 14 + 14 + 14 + 14 = 1


Question 6.
ଗୋଟିଏ କ୍ରିକେଟ୍ ଖେଳରେ ଜଣେ ବ୍ୟାଟ୍ସମ୍ୟାନ୍ 30 ବଲ୍‌ ଖେଳି ଟି ବଲ୍‌କୁ ସୀମାପାର କରାଇ ଥିଲେ । ବ୍ୟାଟ୍‌ସମ୍ୟାନ୍‌
(i) ବିଲ୍‌କୁ ସୀମାପାର କରାଇବାର
(ii) ସୀମାପାର ନ କରାଇବାର ସମ୍ଭାବ୍ୟତା ନିରୂପଣ କର ।
ସମାଧାନ:
ପର୍ଯ୍ୟବେକ୍ଷଣରେ ଖେଳାଯାଇଥିବା ସମୁଦାୟ ବଲ୍‌ ସଂଖ୍ୟା n = 30
ସୀମାପାର ହୋଇଥିବା ବଲ୍ ସଂଖ୍ୟା m = 6
ସୀମାପାର ନ ହୋଇଥିବା ବଲ୍‌ ସଂଖ୍ୟା m = 30 – 6 = 24
(i) P (କୌଣସି ବଲ୍ ସୀମାପାର ହେବା) = mn=630=15
(ii) P (କୌଣସି ବଲ୍ ସୀମାପାର ନହେବା) = mn=2430=45


Question 7.
କୌଣସି ଏକ ସହରର ଦୈନିକ ପାଣିପାଗର ସୂଚନା 305 ଦିନ ପାଇଁ 2008 ମସିହାରେ ସତ୍ୟ ହେଲା । ତେବେ କୌଣସି ଦିବସର ପାଣିପାଗ ସୂଚନା ଅସତ୍ୟ ହେବାର ସମ୍ଭାବ୍ୟତା ନିରୂପଣ କର ।
ସମାଧାନ:
2008 ଅଧ୍ବବର୍ଷ ହୋଇଥିବାରୁ ଏହାର ମୋଟ ଦିବସ ସଂଖ୍ୟା n = 366
305 ଦିବସର ପାଣିପାଗ ସତ୍ୟ ହେଲା ।
ଅସତ୍ୟ ହୋଇଥିବା ପାଣିପାଗ ସୂଚନାର ଦିବସ ସଂଖ୍ୟା m = 366 – 305 = 61
ଏଠାରେ P(E) = mn
P(କୌଣସି ଦିବସର ପାଣିପାଗର ସୂଚନା ଅସତ୍ୟ ହେବ) = mn = 61366


Question 8.
ଗୋଟିଏ ସ୍ଥାନରେ 1500 ପରିବାର ଯଦୃଚ୍ଛା (randomly) ବଛାଗଲେ । ପରିବାରରେ ଥ‌ିବା ଝିଅମାନଙ୍କ ସଂଖ୍ୟା ସମ୍ପର୍କିତ ତଥ୍ୟ ନିମ୍ନ ଟେବୁଲ୍‌ରେ ଦିଆଯାଇଛି ।

ପରିବାରରେ ଝିଅ ସଂଖ୍ୟା 0 1 2
ପରିବାର ସଂଖ୍ୟା 211 814 475
ତେବେ ଯେକୌଣସି ଏକ ପରିବାରରେ
(i) ଦୁଇଟି ଝିଅ ଥ‌ିବାର (ii) ଗୋଟିଏ ଝିଅ ଥୁବାର (iii) କୌଣସି ଝିଅ ନଥ‌ିବାର; ସମ୍ଭାବ୍ୟତା ନିରୂପଣ କର ।
ସମାଧାନ:
ଏଠାରେ ମୋଟ ପରିବାର ସଂଖ୍ୟା n = 1500
P(E) = mn, ଯେଉଁଠାରେ m = ପରିବାରରେ ଥ‌ିବା ଝିଅ ସଂଖ୍ୟାର ବାରମ୍ବାରତା
(i) P(2) = mn=4751500 (ii) P(1) = mn=8141500 (iii) P(0) = mn=2111500
BSE Odisha 9th Class Maths Solutions Algebra Chapter 8 ସମ୍ଭାବ୍ୟତା Ex 8(a)

Question 9.
ତିନିଗୋଟି ଅପ୍ରବଣ ମୁଦ୍ରାକୁ ଏକ ସଙ୍ଗେ 500 ଥର ଟସ୍ କରାଯିବାରୁ ଲବ୍‌ଧ ଫଳ ନିମ୍ନ ପ୍ରକାରର ହେଲା ।

ଫଳ।ଫଳ ତିନିଟି H ଦୁଇଟି H ଗୋଟିଏ H କୌଣସିଟି ନୁହେଁ H
ବାରମ୍ବାରତା 60 180 195 65
ନିମ୍ନଲିଖତ ସମ୍ଭାବ୍ୟତା ନିରୂପଣ କର ।
ଉପରେ ନିଶ୍ଚିତ ସମ୍ଭାବ୍ୟତାମାନଙ୍କ ସମଷ୍ଟି ନିରୂପଣ କର ।
ସମାଧାନ:
ସମୁଦାୟ ମୁଦ୍ରାର ଟସ୍ ସଂଖ୍ୟା (ମୋଟ ବାରମ୍ବାରତା) = 500 
ମନେକର ପ୍ରତ୍ୟେକ ଫଳାଫଳର ବାରମ୍ବାରତା = m
∴ P(E) = mn

(i) P (ତିନିଟି H)
ସମାଧାନ:
(i) ପରୀକ୍ଷଣରୁ ତିନୋଟି H ପାଇଥିବା ଫଳଫଳର ବାରମ୍ବାରତା = 60
∴ P(ତିନୋଟି H) = 60500

(ii) P (ଦୁଇଟି H)
ସମାଧାନ:
ପରୀକ୍ଷଣରୁ ଦୁଇଟି H ପାଇଥବା ଫଳାଫଳର ବାରମ୍ବାରତା = 180
P (ଦୁଇଟି H) = 180500

(iii) P (ଗୋଟିଏ H)
ସମାଧାନ:
ପରୀକ୍ଷଣରୁ ଗୋଟିଏ H ପାଇଥିବା ଫଳାଫଳର ବାରମ୍ବାରତା = 195
P (ଗୋଟିଏ H) = 195500

(iv) P(କୌଣସିଟି ନୁହେଁ H)
ସମାଧାନ:
କୌଣସିଟି ନୁହେଁ H ପାଇଥିବା ଫଳାଫଳର ବାରମ୍ବାରତା 65
P(କୌଣସିଟି ନୁହେଁ H) = 65500
= 60500+180500+195500+65500=60+180+195+65500=500500
Question 10.
ଗୋଟିଏ ଗୋଟିକୁ 800 ଥର ଗଢ଼ାଗଲା । ଗୋଟି ଗଢ଼ାଇବାରେ ପଢ଼ୁଥ‌ିବା ଫଳର ବାରମ୍ବାରତାକୁ ନିମ୍ନ ସାରଣୀରେ ଦିଆଯାଇଛି । ତେବେ ପ୍ରତ୍ୟେକ ଫଳର ସମ୍ଭାବ୍ୟତା ସ୍ଥିର କର ।

ଫଳ।ଫଳ 1 2 3 4 5 6
ବାରମ୍ବାରତା 144 152 136 128 118 122
ସମାଧାନ:
ଏଠାରେ ପରୀକ୍ଷଣର ମୋଟ ବାରମ୍ବାରତା (n) = 800
ମନେକର ପ୍ରତ୍ୟେକ ଫଳାଫଳର ବାରମ୍ବାରତା = m
(i) ଫଳ 1ର ସମ୍ଭାବ୍ୟତା P(1) = mn=144800=18100 = 0.18
(ii) ଫଳ 2ର ସମ୍ଭାବ୍ୟତା P(2) = mn=152800=19100 = 0.19
(iii) ଫଳ 3ର ସମ୍ଭାବ୍ୟତା P(3) = mn=136800=17100 = 0.17
(iv) ଫଳ 4ର ସମ୍ଭାବ୍ୟତା P(4) = mn=128800=16100 = 0.16
(v) ଫଳ 5ର ସମ୍ଭାବ୍ୟତା P(5) = mn=118800 = 0.1475
(vi) ଫଳ 6ର ସମ୍ଭାବ୍ୟତା P(6) = mn=122800 = 0.1525



No comments:

Post a Comment

ANANTA COACHING CENTRE

ANANTA COACHING CENTRE

A Coaching Centre for Class 1 to +3 Both English and Odia Medium BSE Odisha, CBSE, ICSE Board Exam Preparation.

🏫 Location:

  • 📍 Address: At- Purana, Post- Thalasada, PS- Soro, Dist- Baleswar, State- Odisha, Country- India

📞 Contact Us:

  • 📱 Phone: +91 8280607556
  • 📧 Email: anantacoachingcentre@gmail.com

Read More
ANANTA COACHING CENTRE